ଅସ୍ଥାୟୀ ବାଚସ୍ପତି ଭାବେ ଶପଥ ନେଲେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ

ଭୁବନେଶ୍ୱର : ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ହେଲେ କାମଚଳା ବା ଅସ୍ଥାୟୀ ବାଚସ୍ପତି । ସପ୍ତଦଶ ବିଧାନସଭାର କାମଚଳା ବାଚସ୍ପତି ଭାବରେ ସେ ଶପଥ ନେଇଛନ୍ତି । ଆଜି ତାଙ୍କୁ ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ସେ ୧୭ ଓ ୧୮ ତାରିଖରେ ବିଧାନସଭାରେ ନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଇବେ । ଏହାପରେ ୨୦ ତାରିଖରେ ବାଚସ୍ପତି ନିର୍ବାଚନ ପରିଚାଳନା କରିବେ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।

Leave A Reply

Your email address will not be published.