ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷ ମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦିଆଗଲା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସରକାରୀ ନିଗମରେ ପୂର୍ବ ସରକାରଙ୍କ ସମୟରେ ଅଧ୍ୟକ୍ଷ ମାନଙ୍କୁ ନିଯୁକ୍ତି ଦିଆଯାଇଥିଲା । ଏହି ଅଧ୍ୟକ୍ଷ ମାନଙ୍କ ଯୋଗୁଁ ନିଗମ ଗୁଡ଼ିକର ପରିଚାଳନାରେ କୌଣସି ଗୁଣାତ୍ମକ ଉନ୍ନତି ପରିଲକ୍ଷିତ ହେଉ ନଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଇଛନ୍ତି ।

Leave A Reply

Your email address will not be published.