ପୁରୀ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ : ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ଦେଖିବାକୁ ପୁରୀ ବାହାରିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜଭବନରୁ ବାହାରି ପୁରୀ ଅଭିମୁଖେ ବାହାରିଲେ ରାଷ୍ଟ୍ରପତି । ପୁରୀ ରଥଯାତ୍ରାରେ ସମ୍ମାନିତ ଅତିଥି ଭାବେ ଯୋଗ ଦେବେ ମହାମହିମ । ରାଷ୍ଟ୍ରପତିଙ୍କୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୋଲିସର ଟିମ୍ ସୁରକ୍ଷା ଦେବେ । ରୁଫ ଟପ୍ ସାର୍ପ ସୁଟର ସ୍ନାଇପର ସଜାଗ ରହିବେ ସୂଚନା ରହିଛି ।

Leave A Reply

Your email address will not be published.