୨୫ ଯାଏଁ ପ୍ରବଳ ବର୍ଷା : ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର : ସକ୍ରିୟ ମୌସୁମୀ ଏବଂ ଅବପାତ ପ୍ରଭାବରେ ରାଜ୍ୟରେ ୨୫ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ବିଶେଷକରି ମାଲକାନଗିରିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, କଳାହାଣ୍ଡି, ରାୟଗଡା ଓ ଗଜପତିରେ ମଧ୍ୟ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛ ପାଣିପାଗ ବିଭାଗ ।

Leave A Reply

Your email address will not be published.