ବିଧାନସଭାରେ ଆଜି ହେବ ଉପବାଚସ୍ପତି ନିର୍ବାଚନ

ଭୁବନେଶ୍ୱର : ବିଧାନସଭାରେ ଆଜି ଉପବାଚସ୍ପତି ନିର୍ବାଚନ ହେବ । ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିର ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ ନାମାଙ୍କନ ଦାଖଲ କରିଛନ୍ତି । ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ । ଆଜି କୃଷି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ଶକ୍ତି ଭଳି ବିଭିନ୍ନ ବିଭାଗ ଉପରେ ଆଲୋଚନା ହୋଇପାରେ ବୋଲି କୁହାଯାଉଛି ।

Leave A Reply

Your email address will not be published.