ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ ମୃତ, ଜଣେ ଆହତ

ଖୋର୍ଦ୍ଧା : ୧୬ ନମ୍ବର ଜାତୀୟ ରାଜପଥରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେ‌ଳେ ଜଣେ ଆହତ ହୋଇଛନ୍ତି । ସୂଚନା ଅନୁଯାୟୀ, ୧୬ ନମ୍ବର ଜାତୀୟ ରାଜପଥର ଧୁଆଁଳ, ବିଶୁଣ୍ଡିହ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି । ଆହତଙ୍କୁ ଭୁବନେଶ୍ୱର କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି ।

Leave A Reply

Your email address will not be published.