ଆଜି ରାଜ୍ୟରେ ପ୍ରବଳ ବର୍ଷା : ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗିରହିଛି ବର୍ଷା । ଆଜି ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର । ଏହି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରାଯାଇ ଥିବାବେଳେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବା ପାଇଁ ଏସ୍‌ଆର୍‌ସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି । ୩ ତାରିଖ ଯାଏଁ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.