ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମଙ୍କ ପରଲୋକ

ଭୁବନେଶ୍ୱର : କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ପତ୍ନୀ ଝିଙ୍ଗିଆ ଓରାମ(୫୮)ଙ୍କ ବିୟୋଗ । ଗତକାଲି ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ଝିଙ୍ଗିଆ । ଗତ ୯ ଦିନ ଧରି ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ । ତାଙ୍କ ବିୟୋଗରେ ସାରା ଓଡ଼ିଶାରେ ଶୋକର ଛାୟା ଖେଳି ଯାଇଛି ।

Leave A Reply

Your email address will not be published.