ରାଜ୍ୟରେ ପ୍ରବଳ ବର୍ଷା : ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଭୁବନେଶ୍ୱର, କଟକ ସମେତ ଓଡିଶାର ୭ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମଧରଣର ବର୍ଷା ହେବ । ସେହିପରି କନ୍ଧମାଳ, ରାୟଗଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.