ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲ୍ଲାପାଳଙ୍କ ଯୋଗଦାନ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲ୍ଲାପାଳ ଭାବରେ କୁମାରୀ ଅରୁଗୁଲା ସ୍ନେହା (ଭା.ପ୍ର.ସେ) ଯୋଗଦାନ କରିଛନ୍ତି । ପୂର୍ବ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ୨୦୨୨ ମସିହାରେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ କୁମାରୀ ଅରୁଗୁଲା ସ୍ନେହା । ପଦ୍ମପୁର ଉପଖଣ୍ଡରେ କୁମାରୀ ଅରୁଗୁଲା ସ୍ନେହା ପ୍ରଥମ ଭାରତୀୟ ପ୍ରଶାସନିକ ସେବାର ଉପଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । କୁମାରୀ ଅରୁଗୁଲା ସ୍ନେହା ଦାୟିତ୍ୱ ଗ୍ରହଣ କରିବା ପରେ ଉପଜିଲ୍ଲାପାଳ କାର୍ଯ୍ୟାଳୟର କର୍ମଚାରୀ ମାନେ ତାଙ୍କୁ ଫୁଲତୋଡା ଦେଇ ସ୍ଵାଗତ କରିଥିଲେ ।

Leave A Reply

Your email address will not be published.