ଓଡ଼ିଶାର ଭୁବନେଶ୍ୱରରେ ନୂତନ ଘର ମାଲିକ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀ ଅନ୍ତର୍ଯ୍ୟାମୀ ନାୟକ ଏବଂ ଯହଜା ନାୟକଙ୍କ ଘରକୁ ଯାଇଥିଲ ।

ଭୁବନେଶ୍ୱର, (ପିଆଇବି) : ଭୁବନେଶ୍ୱରରେ ପହଞ୍ଚିବା ପରେ ଅନ୍ତର୍ଯ୍ୟାମୀ ନାୟକ ଓ ଯହଜା ନାୟକଙ୍କ ଘରକୁ ଯାଇଥିଲି । ସେମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ଉପକୃତ ହୋଇଛନ୍ତି ଏବଂ ଗର୍ବିତ ଘର ମାଲିକ ଅଟନ୍ତି । ନାତି ସୌମ୍ୟଜିତଙ୍କ ସମେତ ସେମାନଙ୍କ ପରିବାରକୁ ଭେଟିଥିଲି । ନାୟକ ପରିବାର ମଧ୍ୟ ସ୍ୱାଦିଷ୍ଟ କ୍ଷୀରି ପରିବେଷଣ କରିଥିଲେ ।

Leave A Reply

Your email address will not be published.