ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

  • ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ହିତାଧିକାରୀଙ୍କ ସହ ମତ ବିନିମୟ କରିଛନ୍ତି ।

ଭୁବନେଶ୍ୱର, (ପିଆଇବି) : ଚା’ ପିଇବା ସହ ଆନନ୍ଦଦାୟକ ବାର୍ତ୍ତାଳାପ । ପିଏମ୍‌ ଆବାସ ଯୋଜନାର ହିତାଧିକାରୀଙ୍କ ସହ ବସି ସେମାନଙ୍କ ଜୀବନ ଯାତ୍ରା ବିଷୟରେ ଶୁଣିଲି । ବିଶେଷ କରି ବହୁ ସଂଖ୍ୟକ ମହିଳା ଏହି ଯୋଜନାରେ ଉପକୃତ ହେଉଥିବା ଦେଖି ଖୁସି ଲାଗୁଛି । ଏହି ଯୋଜନା ଏବଂ ଏଭଳି ଅନ୍ୟ ଯୋଜନା କିପରି ଜୀବନରେ ପରିବର୍ତ୍ତନ ଆଣିଛି ସେ ବିଷୟରେ ସେମାନେ କହିଥିଲେ ।

Leave A Reply

Your email address will not be published.