ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରମୁଖ ସଚିବ ଡ. ପି.କେ. ମିଶ୍ରଙ୍କ ନେତୃତ୍ୱରେ ମା’ଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ସାମିଲ ହେଲେ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରମୁଖ ସଚିବ ଡ. ପି.କେ ମିଶ୍ରଙ୍କ ନେତୃତ୍ୱରେ ‘ମାଆଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ଆଜି ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି: ‘ଏକ ସ୍ଥିର ଭବିଷ୍ୟତ ଦିଗରେ ମିିଳିତ ଭାବେ କାମ କରୁଛୁ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅଧିକାରୀମାନେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପିକେ ମିଶ୍ର ଜୀଙ୍କ ନେତୃତ୍ୱରେ ଆଜି ସକାଳେ ‘ମାଆଙ୍କ ନାମରେ ଗୋଟିଏ ଗଛ’ ଆନ୍ଦୋଳନରେ ସାମିଲ ହୋଇଛନ୍ତି ।

Leave A Reply

Your email address will not be published.