ମର୍ମନ୍ତୁଦ ସଡକ ଦୁର୍ଘଟଣା : ୪ ମୃତ, ୨୦ ଗୁରୁତର

ବାଲେଶ୍ୱର : ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ୬୦ ନମ୍ବର ଜାତୀୟ ରାଜପଥ ମଧୁବନ ଢାବା ନିକଟରେ ଘଟିଛି ସଡକ ଦୁର୍ଘଟଣା । ଏହି ଦୁର୍ଘଟଣାରେ ୪ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି ସୂଚନା ମିଳିଛି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡିଛି ।

Leave A Reply

Your email address will not be published.