jayashree

ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କ ପାଇଁ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି

ଭୁବନେଶ୍ୱର : ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାର honorarium ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ । ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ ।

Leave A Reply

Your email address will not be published.