pr

ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ କମ୍ବଳ ବଣ୍ଟନ

dr. purohit

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବିଶିଷ୍ଟ ପ୍ରବଚିକା ଏଲୋରା ମିଶ୍ରଙ୍କ ଦ୍ୱାରା ଗଠିତ ଶ୍ରୀ ହରିନାମ ପ୍ରଚାର ସମିତି ପକ୍ଷରୁ ନିରାଶ୍ରୟ ଗରିବଙ୍କୁ କମ୍ବଳ ବଣ୍ଟନ କରାଯାଇଛି । ଏହି ଅବସରରେ ପ୍ରତିଷ୍ଠାତା ସଭାପତି ଏଲୋରା ମିଶ୍ର, ଉପସଭାପତି ସୀତାଂଶୁ ଶେଖର ନାୟକ, ସମ୍ପାଦକ ଦୁର୍ଗାଚରଣ ସାହୁ, ସହ ସଂପାଦକ ଦେବାଶିଷ ମିଶ୍ର, ସରିତା ସାହୁ, କବିତା ସାହୁ, ଦୁର୍ଯ୍ୟୋଧନ ନାୟକ, ସାଧୁରାମ ସାହୁ, ବାସ୍ନାରାଣୀ ନାୟକ, ମନୀଷ ସାହୁ, ସୋନାଲିସା ସାହୁ, ଜିଜ୍ଞାରାଣୀ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।

nrusinghnath
Leave A Reply

Your email address will not be published.