jayashree

ସମ୍ବିଧାନ ଦିବସ ଓ ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବିଧାନ ଦିବସ ତଥା ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଏକ୍ସରେ ଏକ ପୋଷ୍ଟରେ ସେ ଲେଖିଛନ୍ତି :
“ଭାରତୀୟ ସମ୍ବିଧାନର ୭୫ତମ ବାର୍ଷିକୀ ତଥା ସମ୍ବିଧାନ ଦିବସ ଅବସରରେ ସମସ୍ତ ଦେଶବାସୀଙ୍କୁ ବହୁତ ଶୁଭକାମନା । #75YearsOfConstitution”

Leave A Reply

Your email address will not be published.