ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ବ୍ଲକ ସାରସମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ହୋଲିଶ୍ୱର ଧାରୁଆଙ୍କ ଅଧ୍ୟକ୍ଷତାରେ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିବା ବେଳେ ଶିକ୍ଷକ ଅରବିନ୍ଦ ପ୍ରଧାନ, ଜ୍ୟୋତିଲାଲ ସାହୁ, ପ୍ରଶାନ୍ତ ଗଡତ୍ୟା ସମ୍ବିଧାନର ଆଦର୍ଶ ବିଷୟରେ ଛାତ୍ରଛାତ୍ରୀମାନଙ୍କ ସମ୍ମୁଖରେ ଆଲୋଚନା କରିଥିଲେ । ଶେଷରେ ଜ୍ୟୋସ୍ନା ସାଣ୍ଢ ଧନ୍ୟବାଦ ଅର୍ପଣ କରିଥିଲେ ।
Next Post