jayashree

ପ୍ରଧାନମନ୍ତ୍ରୀ ଦେଖିଲେ ‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏନଡିଏ ସଦସ୍ୟ ମାନଙ୍କ ସହ ସଂସଦରେ ‘ଦ ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର ଦେଖିଛନ୍ତି ।
ସେ ଏକ୍ସର ଏକ ପୋଷ୍ଟରେ ଲେଖିଛନ୍ତି :
“ଏନଡିଏ ସଦସ୍ୟ ମାନଙ୍କ ସହ ‘ଦ ସାବରମତୀ ରିପୋର୍ଟ’ର ସ୍କ୍ରିନିଂରେ ଯୋଗ ଦେଲି । ଚଳଚ୍ଚିତ୍ର ନିର୍ମାତା ମାନଙ୍କୁ ସେମାନଙ୍କ ପ୍ରଚେଷ୍ଟା ପାଇଁ ପ୍ରଶଂସା କରୁଛି ।”

Leave A Reply

Your email address will not be published.