ଜାତୀୟ ରାଜପଥରେ ଅମାନିଆ ଗାଡି ଚାଳକଙ୍କୁ ଜଗିବ ସିସିଟିଭି କ୍ୟାମେରା

ଭୁବନେଶ୍ୱର, (ସୁଶାନ୍ତ ସାହୁ) : ଏବେ ଚାଳକଙ୍କୁ ଜଗିବ ସିସିଟିଭି କ୍ୟାମେରା । ଖୋର୍ଦ୍ଧା ଜିଲ୍ଲାର ରାମେଶ୍ୱର ଠାରୁ ଯାଜପୁରର ପାଣିକୋଇଲି ପର୍ୟ୍ୟନ୍ତ ୧୬ ନମ୍ବର ଜାତୀୟ ରାଜପଥରେ ସିସିଟିଭି କ୍ୟାମେରା ଲଗାଯିବ । ତେବେ ଏହି କ୍ୟାମେରା ଏନ୍ଏଚର ପ୍ରତି ୪ରୁ ୫ କିଲୋମିଟର ମଧ୍ୟରେ ଲଗାଯିବ । ଏ ନେଇ ପରିବହନ କମିଶନର ସଂଜୀବ ପଣ୍ଡା ସୂଚନା ଦେଇଛନ୍ତି ।

Leave A Reply

Your email address will not be published.