ଭେଣ୍ଟିଲେଟର୍‌ରେ ଅଭିନେତା ଉତ୍ତମ ମହାନ୍ତି,

ଭୁବନେଶ୍ୱର : ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅସୁସ୍ଥ । ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଭର୍ତ୍ତି କରାଯାଇଛି । ଆଇସିୟୁରେ ଅଭିନେତା ଉତ୍ତମ ମହାନ୍ତିରେ ଚିକିତ୍ସା ଜାରି ରହିଛି । ସ୍ୱାସ୍ଥାବସ୍ଥା ସଙ୍କଟପନ୍ନ ହେବାରୁ ଭେଣ୍ଟିଲେଟ୍ ରଖାଯାଇଥିବା ସୂଚନା ମିଳିଛି । ସେ ଦୀର୍ଘ ଦିନ ହେବ ଅସୁସ୍ଥଥିବା ଜଣାପଡିଛି । ତେବେ ପରିବାର ପକ୍ଷରୁ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ ।

Leave A Reply

Your email address will not be published.