ଗଛରେ ପିଟି ହେଲା ବସ୍ : ୧୫ ଆହତ

ଖୋର୍ଦ୍ଧା :୫୭ ନମ୍ବର ଜାତୀୟ ରାଜପଥର ବୋଲଗଡ ଗୋପବନ୍ଧୁ ଛକଠାରେ ନାରାୟଣୀ ନାମକ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ । ଗଛରେ ପିଟି ହେଲା ବସ । ଏଥିରେ ୧୫ ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସମସ୍ତ ଆହତଙ୍କୁ ବୋଲଗଡ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.