ଦୁଇଦିନ ହାଲୁକା ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୧୯ ଓ ୨୦ ତାରିଖରେ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୦ରେ ଉତ୍ତର ଉପକୂଳ ଓଡ଼ିଶା ଓ ମୟୂରଭଞ୍ଜ ସମେତ କେନ୍ଦୁଝର ଏବଂ ଢେଙ୍କାନାଳରେ ସ୍ୱଳ୍ପରୁ ମଧ୍ୟମ ପରିମାଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave A Reply

Your email address will not be published.