ପୁଣି ‘ମୋ ବସ୍’ ଚକ ତଳେ ଗଲା ମହିଳାଙ୍କ ଜୀବନ

ଭୁବନେଶ୍ୱର : ପୁଣି ମୋ ବସ୍ ଚକ ତଳେ ଗଲା ମହିଳାଙ୍କ ଜୀବନ । ତମାଣ୍ଡୋ ଥାନା ଅଞ୍ଚଳର ଓଭରବ୍ରିଜ୍ ତଳେ ଏହି ଦୁର୍ଘଟଣା ଘଟିଛି । ଏକାଧିକ ଲୋକଙ୍କୁ ଧକ୍କା ଦେଇଥିଲା ବସ୍‌ । କେବଳ ସେତିକି ନୁହେଁ, ୧୦୦ ମିଟର ପର୍ଯ୍ୟନ୍ତ ମହିଳାଙ୍କୁ ଘୋଷାଡ଼ି ନେଇଥିଲା ମୋ ବସ୍‌ । ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି । ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି ।

Leave A Reply

Your email address will not be published.