ପ୍ରଫେସର ଅର୍କ ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କୁଳପତି

ଭୁବନେଶ୍ବର, (ସୁଶାନ୍ତ ସାହୁ) : ଓଡିଶା ରାଜ୍ୟ ମୁକ୍ତ ବିଶ୍ବବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ପାଇଛନ୍ତି ପ୍ରଫେସର ଅର୍କ କୁମାର ଦାସ ମହାପାତ୍ର । ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀଲାଲ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ଏ ନେଇ ରାଜଭବନ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ମହାପାତ୍ର ବର୍ତ୍ତମାନ ସମ୍ବଲପୁର ବିଶ୍ବବିଦ୍ୟାଳୟର ବିଜିନେସ ଅଡମିନଷ୍ଟ୍ରେସନର ପ୍ରଫେସର ଅଛନ୍ତି ।

Leave A Reply

Your email address will not be published.