ଜାଲରେ ପଡ଼ିଲା ୨ କୁଇଣ୍ଟାଲ ଓଜନର ସାର୍କ

ଭୋଗରାଇ : ଜାଲରେ ପଡିଲା ୨ କୁଇଣ୍ଟାଲର ସାର୍କ ମାଛ । ଓଡିଶା ସୀମାନ୍ତ ପଶ୍ଚିମବଙ୍ଗର କାଁଥି ଅଂଚଳରେ ମତ୍ସ୍ୟ ଯିବି ମାନେ ଗଭୀର ସମୁଦ୍ରରୁ ମାଛକୁ ଧରିଛନ୍ତି । କାନ୍ଥିର ପେଟୁଆଘାଟ ମତ୍ସ୍ୟ ବନ୍ଦରରେ ଏହି ମାଛଟି ଧରା ପଡ଼ିଛି । ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି । ବନ୍ଦରରେ ମାଛଟିକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଛି ।

Leave A Reply

Your email address will not be published.