କୋର୍ଟରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ

ବଲାଙ୍ଗିର : ବହୁ ଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଗୁରୁବାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ବୟାନ ରେକର୍ଡ ହେଉଛି । ପାଟଣାଗଡ ADJ କୋର୍ଟରେ ହାଜର ହୋଇଛନ୍ତି ପୁଞ୍ଜିଲାଲ । ୬୩ ଜଣଙ୍କ ସାକ୍ଷ ଗ୍ରହଣ ପରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଆରମ୍ଭ ହୋଇଛି ।ମାନ୍ୟବର ସୁପ୍ରିମ କୋର୍ଟ ଏହି ମାମଲା ୪ ସପ୍ତାହ ମଧ୍ୟରେ ଶେଷ କରିବାକୁ ଆଦେଶ ଦେଇଛନ୍ତି । ବୟାନ ରେକର୍ଡ ପରେ ବିଚାରପତି ରାୟ ପ୍ରକାଶ କରିପାରନ୍ତି ।

Leave A Reply

Your email address will not be published.