ବିଧାନସଭାରେ ଅନନ୍ତ ଦାସଙ୍କ ମର ଶରୀର

ଭୁବନେଶ୍ୱର : ବିଧାନସଭାରେ ପୂର୍ବତନ ମନ୍ତ୍ରୀ ତଥା ୪ ଥରର ବିଧାୟକ ଅନନ୍ତ ଦାସଙ୍କ ମରଶରୀର । ବରିଷ୍ଠ ବିଜେଡି ନେତା ଅନନ୍ତ ଦାସଙ୍କ ଶେଷ ଦର୍ଶନ କରିଛନ୍ତି ସବୁ ଦଳର ରାଜନେତାମାନେ,ଏହା ପୂର୍ବରୁ ଭୁବନେଶ୍ୱର ସ୍ଥିତ ବାସଭବନରେ ଅନ୍ତିମ ଦର୍ଶନ ପାଇଁ ଭିଡ ଲାଗିଥିଲା । ଭୋଗରାଇର ଏହି ପୂର୍ବତନ ବିଧାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତଚରଣ ଦାସ ଶୋକ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.