ଘର ଭିତରୁ ୨ ଭାଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ଵର : ଫତେଗଡ଼ ଥାନା ଧାନଚେଙ୍ଗଡ଼ା ଶିବ ମନ୍ଦିର ନିକଟ ଏକ ଘର ଭିତରୁ ୨ ନାବାଳକ ଭାଇଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଜଣଙ୍କ ବୟସ ୧୪ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାପଡ଼ିଛି । ପ୍ରେମ ସମ୍ପର୍କ ଯୋଗୁଁ ୨ ପୁଅଙ୍କୁ ହତ୍ୟା କରି ବାପା ଟାଙ୍ଗି ଦେଇଥିବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ହେଉଛି । ପୋଲିସ ନାବାଳକଙ୍କ ବାପାଙ୍କୁ ଅଟକ ରଖି ତଦନ୍ତ କରୁଛି

Leave A Reply

Your email address will not be published.