କଟକ : ଚଳିତ ବର୍ଷ ଆଇପିଏଲରେ ବିଡିଂ ପାଇଁ ୬ ଓଡ଼ିଆ ଖେଳାଳିଙ୍କ ନାଁ ସୁପାରିସ କରିଛି ଓଡ଼ିଶା କ୍ରିକେଟ ଆସୋସିଏସନ୍ (ଓସିଏ) । ସେମାନେ ହେଲେ ଶୁଭ୍ରାଂଶୁ ସେନାପତି, ରାଜେଶ ଧୂପର, ରାଜେଶ ମହାନ୍ତି, ପପୁ ରାୟ, ଗୌରବ ଚୌଧୁରୀ ଓ ତାରିଣୀ ସ । ଏନେଇ ସୂଚନା ଦେଇଛନ୍ତି ଓସିଏ ସିଇଓ ସୁବ୍ରତ ବେହେରା ।
Prev Post
Next Post