centurian jitm

ମେ’ ୧୫ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ

ଭୁବନେଶ୍ୱର : ମେ ୧୫ ତାରିଖ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ । ଏପ୍ରିଲ ୨ରୁ ୧୪ ଯାଏଁ ପ୍ରଥମ ପର୍ଯ୍ୟାୟ ଖାତା ଦେଖା ହେବ । ଏପ୍ରିଲ ୧୬ରୁ ୨୮ ଯାଏଁ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ହେବ ବୋଲି ଜଣାପଡ଼ିଛି । ଏଥିଲାଗି ୭୮ଟି ଅଫଲାଇନ୍, ୭୦ଟି ଅନଲାଇନ୍ କେନ୍ଦ୍ର ହୋଇଛି । ଖାତା ମୂଲ୍ୟାଙ୍କନ କରିବେ ୧୬ହଜାର ଅଧ୍ୟାପକ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.