oom

ରାଜ୍ୟରେ ସୁସ୍ଥ ହେଲେ ୩୩୪୩ ଜଣ ଆକ୍ରାନ୍ତ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୩୩୪୩ ଜଣ ଆକ୍ରାନ୍ତ । ତେବେ ଜିଲ୍ଲା ଆଧାରରେ ଖୋର୍ଦ୍ଧାରୁ ୭୩୨, ସୁନ୍ଦରଗଡ଼ରୁ ୨୬୧, ଭଦ୍ରକରୁ ୨୪୫, ଗଂଜାମରୁ ୨୩୮, ରାୟଗଡ଼ାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୁରଭଂଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡ଼ରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗିରରୁ ୬୫, ନୟାଗଡ଼ରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେଉଁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ ୨୭, ଅନୁଗୁଲରୁ ୨୨, ଝାରସୁଗୁଡ଼ାରୁ ୨୦, କେନ୍ଦ୍ରାପଡ଼ାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡ଼ାରୁ ୧୧ ଓ ଦେବଗଡ଼ରୁ ୧ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

jittmm
Leave A Reply

Your email address will not be published.