oom

ରାଜ୍ୟରେ ଆଜି ୧୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

jsmm

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୧୩୦ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୬ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୫୪ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୨, ବାଲେଶ୍ୱରରୁ ୧୦, ବରଗଡ଼ରୁ ୧୩, ଭଦ୍ରକରୁ ୧, କଟକରୁ ୭, ଦେଓଗଡରୁ ୪, ଢେଙ୍କାନାଲରୁ ୧, ଗଞ୍ଜାମରୁ ୧, ଜଗତସିଂହପୁରରୁ ୫, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରପଡାରୁ ୧, କେଉଁଝରରୁ ୧, ଖୋର୍ଦ୍ଧାରୁ ୬, କୋରାପୁଟରୁ ୪, ମୟୂରଭଞ୍ଜରୁ ୩, ନବରଙ୍ଗପୁର ୩, ନୟାଗଡରୁ ୧, ନୂଆପଡାରୁ ୪, ପୁରୀରୁ ୧୫, ସମ୍ବଲପୁରରୁ ୧୦, ସୁନ୍ଦରଗଡ଼ରୁ ୧୪ ଓ ଷ୍ଟେଟ ପୁଲ୍‌ରୁ ୨ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୧୪୩୬ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

jittmm
Leave A Reply

Your email address will not be published.