
ନୂଆଦିଲ୍ଲୀ, (ପିଆଇବି) : ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ତାଙ୍କ ଏକ୍ସ ପୋଷ୍ଟରେ ଉଲ୍ଲେଖ କରିଛନ୍ତି :
‘‘ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି’’ ।