୭୨ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ୭୨ତମ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ସମ୍ମାନିତ ଅତିଥି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଅଛନ୍ତି । ରାଜ୍ୟ ସୂଚନା ଓ ଲୋକ ସର୍ମ୍ପକ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.