oom

ପରଲୋକରେ ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବ : ୬୭ ବୟସରେ ବୁଜିଲେ ଆଖି

jsmm

ପୁରୀ : ଗଜପତି ମହାରାଜାଙ୍କ ସାନଭାଇଙ୍କ ପରଲୋକ । ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ହୋଇଯାଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ମୃତ୍ୟୁବେଳକୁ ରଣାର୍ଣ୍ଣବ ଦେବଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ଖବର ଅନୁଯାୟୀ, ଅସୁସ୍ଥତା କାରଣରୁ ଏକ ଘରୋଇ ହସ୍ପଟିଲାରେ ଭର୍ତ୍ତି ହୋଇଥିଲେ ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବ । ଶେଷରେ ରବିବାର ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ରଣାର୍ଣ୍ଣବ ଦେବ । ମୃତ୍ୟୁବେଳକୁ ରଣାର୍ଣ୍ଣବ ଦେବଙ୍କୁ ୬୭ ବର୍ଷ ହୋଇଥିଲା । ପରେ ରାଜକୀୟ ପରମ୍ପରା ଅନୁଯାୟୀ କରାଯିବ ଶେଷକୃତ୍ୟ ସମ୍ପନ୍ନ ।

jittmm
Leave A Reply

Your email address will not be published.