ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧

ବଲାଙ୍ଗିର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୧୦୦ ତଳକୁ ଖସିଛି ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସେହିଭଳି ବଲାଙ୍ଗିର ଜିଲ୍ଲାରେ ଆଜି ନୂଆ କରୋନା ଆକ୍ରାନ୍ତ ମାତ୍ର ଜଣେ ଚିହ୍ନଟ ହୋଇଛନ୍ତି । ଲୋଇସିଂହା ବ୍ଲକ୍‌ ଲୋଇସିଂହା ଗ୍ରା.ପ.ରେ ଜଣେ ସଂକ୍ରମଣର ଶିକାର ହୋଇଥିବା ବେଳେ ଆଉ ମାତ୍ର ୪ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.