oom

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

jsmm

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଢୋଲବନ୍ଧ ଗ୍ରାମରେ ଥିବା ସଚେତନ ହେମା ନାଟ୍ୟ ଅନୁଷ୍ଠାନ ତରଫରୁ ଆନ୍ତର୍ଜାତିକ ଯୋଗ ଦିବସ ‘ଏକ ପୃଥିବୀ ଏକ ସ୍ୱାସ୍ଥ୍ୟ ଯୋଗ’ ବାର୍ତ୍ତା ନେଇ ଅନ୍ତର୍ଜାତୀୟ ଯୋଗ ଦିବସ’ ପାଳିତ ହୋଇଯାଇଛି । ଉକ୍ତ ଅବସରରେ ଗୁରୁ ଆନନ୍ଦ ବାଗ, ରାଜ କୁମାର ସାହୁ, ମହେନ୍ଦ୍ର ସାହୁ, ଘନଶ୍ୟାମ ସାହୁ, ଘନଶ୍ୟାମ ଭୋଇ, ଚତୁର୍ଭୁଜ ସାହୁ, ନନ୍ଦିନୀ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

jittmm
Leave A Reply

Your email address will not be published.