ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଦେଓଗାଁରେ ସାଧାରଣତନ୍ତ୍ର ଦିବସ ପାଳିତ

ଦେଓଗାଁ, (ମନୀଷ କୁମାର ସାହୁ) : ଦେଓଗାଁ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୂର୍ଯ୍ୟ ପାଣିଗ୍ରାହୀ ଉପସ୍ଥିତ ରହି ପତାକା ଉତ୍ତୋଳନ କରିଥିଲେ । ବିଦ୍ୟାଳୟର ସମସ୍ତ ଆଚାର୍ଯ୍ୟ, ଆଚାର୍ଯ୍ୟା, ସେବକ ଓ ସେବିକା ଅଂଶ ଗ୍ରହଣ କରିଥିଲେ । ଏହି ଉତ୍ସବକୁ ଗୁରୁଜୀ ଭବାନୀ ପ୍ରସାଦ ପୁରୋହିତ ସଂଯୋଜନା କରିଥିବା ବେଳେ ଗୁରୁଜୀ କୁନୁ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Leave A Reply

Your email address will not be published.