ଆସନ୍ତାକାଲି ବଲାଙ୍ଗିରରେ କୃଷି ବିଶ୍ଵବିଦ୍ୟାଳୟ ସ୍ଥାପନ ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଭିକ୍ଷୋବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା କାଲି ଦିନ ୧୧ ଘଣ୍ଟା ସମୟରେ ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ ଆମର ବଲାଙ୍ଗିରରେ କୃଷି ବିଶ୍ଵବିଦ୍ୟାଳୟ ସ୍ଥାପନ ଦାବୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗଣଭିକ୍ଷୋବ ପ୍ରଦର୍ଶନ କରାଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କ ଜରିଆରେ ଦାବୀ ପତ୍ର ପ୍ରଦାନ କରାଯିବ । ଏଣୁ ଆପଣଙ୍କୁ ବିନମ୍ର ଅନୁରୋଧ ଏହି କାର୍ଯ୍ୟକ୍ରମରେ ଯୋଗଦେଇ କାର୍ଯ୍ୟକ୍ରମକୁ ପ୍ରଚାର ପ୍ରସାର କରିବାରେ ସହଯୋଗ କରିବେ ।

jittmm
Leave A Reply

Your email address will not be published.