ଟିକ୍ରାପଡାରେ ଭତ୍ତା ବଣ୍ଟନ କଲେ ମନ୍ତ୍ରୀ ଟୁକୁନି ସାହୁ

ସଇଁନ୍ତଲା, (ଅଜିତ କୁମାର ସାହୁ) : ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଳକ ଟିକ୍ରାପଡା ପଞ୍ଚାୟତରେ ଆଜି ଓଡ଼ିଶା ମହିଲା ଓ ଶିଶୁ ବିକାଶ ଏବଂ ମିଶନ ଶ‌କ୍ତି ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ଟୁକୁନି ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ୧୦୯ଜଣ ଦିବ୍ୟଙ୍ଗ, ବିକଳାଙ୍ଗ, ବୃଦ୍ଧ ଓ ବୃଦ୍ଧ।ମାନଙ୍କୁ ଭତ୍ତା ପ୍ରଦାନ କରିଥିଲେ । ଏହି ଅବସରରେ ସଇଁନ୍ତଲା ବିଡ଼ିଓ ଦେବାଶିଷ ସାମଲ, ଟିକ୍ରାପଡା ସରପଞ୍ଚ ଭାରତୀ ରାଜପଲିଆ, ଟୁନୁ ରାଜପଲିଆ, ମନ୍ତ୍ରୀଙ୍କ ପ୍ରତିନିଧି ରାଜ କିଶୋର ଡାଙ୍ଗ, ସାମାଜିକ ସୁରକ୍ଷା ଅଧିକାରୀ ସଂଗ୍ରାମ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.