ବଲାଙ୍ଗିର ଜିଲ୍ଲାରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ଆଜି ଶୂନ୍ୟ

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ କୋଭିଡ୍‌ ସଂକ୍ରମିତଙ୍କ ସଂଖ୍ୟା ଆଜି ଶୂନ୍ୟ ରହିଥିବା ସରକାରୀ ସୂତ୍ରରେ କୁହାଯାଇଛି । ତେବେ ଜିଲ୍ଲାରେ ଏବେ ମାତ୍ର ୪ ଜଣ ଏକ୍‌ଟିଭ୍‌ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।

Leave A Reply

Your email address will not be published.