csstore

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ : ଝାରସୁଗୁଡ଼ାରେ ହେବ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ

ଝାରସୁଗୁଡ଼ା : ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ ଝାରସୁଗୁଡ଼ାରେ ହେବ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ । ଝାରସୁଗୁଡ଼ାର ମାଳୀମୁଣ୍ଡାସ୍ଥିତ କ୍ରିକେଟ୍ ଷ୍ଟାଡିୟମକୁ ଆନ୍ତର୍ଜାତିକ ସ୍ତରରେ ଉନ୍ନୀତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିବା ସହ ଏହି ପ୍ରକଳ୍ପ ପାଇଁ ପ୍ରାୟ ୨୫୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଅଷ୍ଟ୍ରେଲିଆର ଏକ ପ୍ରମୁଖ ସଂସ୍ଥାକୁ ଡିପିଆର (ବିସ୍ତୃତ ପ୍ରକଳ୍ପ ରିପୋର୍ଟ) ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି। ଡିପିଆର ମଞ୍ଜୁର ହେଲେ କାମ ଶୀଘ୍ର ଆରମ୍ଭ ହେବ ବୋଲି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ଏଚ୍‌.କଣ୍ଟାପାଲିରେ ଆଷ୍ଟ୍ରୋଟର୍ଫ ହକି ପଡ଼ିଆ ଉଦଘାଟନ ସମୟରେ ସୂଚନା ଦେଇଛନ୍ତି।

jayashree
Leave A Reply

Your email address will not be published.