ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ଓଡିଶା By Koshala Prabaha On Monday 29th September 2025, 7:22 pm Share ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ ମୋହର ମାରିଛନ୍ନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ ଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬ କୋଟି ମଞ୍ଜୁର ମିଳିଥିବା ବେଳେ ୫୯ ଏକର ଜମିକୁ ନେଇ ବିକାଶ ପାଇଁ ଡ଼ିପିଆର୍ ପ୍ରସ୍ତୁତ ହେବ ବୋଲି ସୂଚନା ମିଳିଛି । bhubaneswar newsଘଟଗାଁ ତାରିଣୀ ପୀଠର ବିକାଶ ପାଇଁ ୨୨୬ କୋଟି ମଞ୍ଜୁର