ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନ ସ୍ଥିତ ୫୯ ନଂ. ଜାତୀୟ ରାଜପଥ କଡ଼ରେ ଥିବା ହୋଣ୍ଡା ସୋ ରୁମ୍ ନିକଟସ୍ଥ ସୁବୋଧ ଆନନ୍ଦ ସାହୁଙ୍କ ଘର ଆଗରୁ ଜଣେ ବୃଦ୍ଧାଙ୍କ ମୃତଦେହ ଠାବ କରିଛି ବାଲିଗୁଡା ପୋଲିସ । ମୃତ ବୃଦ୍ଧାଙ୍କ ପରିଚୟ ମିଳିନ ଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Leave A Reply

Your email address will not be published.