ବଲାଙ୍ଗିର ଜିଲ୍ଲାରେ ଆଜି ଆକ୍ରାନ୍ତ ସଂଖ୍ୟା୨

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ରହିଥିବା ସରକାରୀ ସୂଚନାରେ କୁହାଯାଇଛି । ବଲାଙ୍ଗିର ପୌରାଞ୍ଚଳର ୱାର୍ଡ ନଂ. ୨ରୁ ଜଣେ ଓ ଲୋଇସିଂହା ବ୍ଲକ୍‌ ଲୋଇସିଂହା ଗ୍ରା.ପ.ରୁ ଜଣେ ସଂକ୍ରମିତ ହୋଇଛନ୍ତି । ଜିଲ୍ଲାରେ ୪ ଜଣ ଏକ୍‌ଟିଭ୍‌ ସଂକ୍ରମିତ ଚିକିତ୍ସାଧୀନ ରହିଥିବା କୁହାଯାଇଛି ।

Leave A Reply

Your email address will not be published.