jsm

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଓଡ଼ିଶାର ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ

csstore

ଭୁବନେଶ୍ୱର : ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଓଡ଼ିଶାର ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ଆଜି ନବ ବର୍ଷ ଏହି ଅବସରରେ ଓଡ଼ିଶାର ନବ ନିଯୁକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପାଟିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଗର୍ଗ ରାଜ୍ୟପାଳଙ୍କୁ ନୂତନ ବର୍ଷର ଶୁଭେଚ୍ଛା ଜଣାଇବା ସହ ରାଜ୍ୟର ସାମଗ୍ରିକ ପ୍ରଗତିକୁ ପାଇଁ ପ୍ରମୁଖ ପ୍ରଶାସନିକ ପ୍ରାଥମିକତା, ଜାରି ରହିଥିବା ବିକାଶମୂଳକ ପଦକ୍ଷେପ ଏବଂ କଲ୍ୟାଣକାରୀ କାର୍ଯ୍ୟକ୍ରମ ବିଷୟରେ ରାଜ୍ୟପାଳଙ୍କ ସହିତ ଆଲୋଚନା କରିଥିଲେ। ପ୍ରଭାବଶାଳୀ ଶାସନ ସୁନିଶ୍ଚିତ କରିବା ପାଇଁ ରାଜ୍ୟପାଳଙ୍କ କାର୍ୟ୍ୟାଳୟ ଏବଂ ରାଜ୍ୟ ପ୍ରଶାସନ ମଧ୍ୟରେ ସୁଗମ ସମନ୍ୱୟର ଗୁରୁତ୍ୱ ଉପରେ ଆଲୋଚନା ମଧ୍ୟ କରାଯାଇଥିବା ନେଇ ବଡ଼ ସୂଚନା ରହିଛି ।

yuvodaya
Leave A Reply

Your email address will not be published.