lika

ରାଜ୍ୟରେ ଆଜି ୭୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

gbag

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ରାଜ୍ୟରେ ଆଜି ୭୨ ନୂଆ କରୋନା ଆକ୍ରାନ୍ତ ଆଜି ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୩ ଜଣ କ୍ୱାରେନ୍‌ଟାଇନ୍‌ରୁ ଏବଂ ୨୯ ଜଣ ଅଂଚଳିକ ସଂକ୍ରମଣରୁ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କୁହାଯାଇଛି । ଜିଲ୍ଲା ଅନୁସାରେ ଅନୁଗୁଳରୁ ୧୦, ବାଲେଶ୍ୱରରୁ ୫, ବରଗଡ଼ରୁ ୪, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, କଟକରୁ ୫, ଦେଓଗଡରୁ ୧, ଗଜପତିରୁ ୨, ଗଞ୍ଜାମରୁ ୪, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୭, କଳହାଣ୍ଡିରୁ ୩, ଖୋର୍ଦ୍ଧାରୁ ୧, ମୟୂରଭଞ୍ଜରୁ ୪, ନବରଙ୍ଗପୁରରୁ ୧, ପୁରୀରୁ ୩, ସମ୍ବଲପୁରରୁ ୨, ସୁନ୍ଦରଗଡ଼ରୁ ୧୪ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଏବେ ୮୧୬ ଜଣ ଏକ୍‌ଟିଭ୍‌ କରୋନା ସଂକ୍ରମିତ ଚିକିତ୍ସାଧୀନ ରହିଛନ୍ତି ।

babaa
Leave A Reply

Your email address will not be published.