ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁନ୍ତଳା କୁମାରୀ ଗ୍ରନ୍ଥାଗାର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେ‌ଶ୍ୱର, (ସୁଶା‌ନ୍ତ ସାହୁ) : ଆଜି ଉତ୍କଳ ଭାରତୀ କୁନ୍ତଳା କୁମାରୀ ସାବତଙ୍କ ଜନ୍ମ ତିଥିରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର କୁନ୍ତଳା କୁମାରୀ ଗ୍ରନ୍ଥାଗାର ଲୋକାର୍ପଣ କରିବେ । ଏଥି ସହିତ ଏକାଡେମିକ୍ ବ୍ଲକ୍-୨, ଏକାଡେମିକ୍ ବ୍ଲକ୍-୩ ଏବଂ ଅନ୍ୱେଷା ଛାତ୍ରୀନିବାସର ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବେ । ରାଜ୍ୟ ସୂଚନା ଓ ଲୋକ ସ‌ମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।

Leave A Reply

Your email address will not be published.