pr

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

dr. purohit

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ) : ମାର୍ଚ୍ଚ ଆଠ ତାରିଖ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ହାର୍ଟର ସମ୍ପାଦକ ପ୍ରମୋଦ କୁମାର ଦାସଙ୍କ ନେତୃତ୍ୱରେ ସିର୍ତ୍ତିଗୁଡା ଗ୍ରାମ ପଞ୍ଚାୟତର ବିଭିନ୍ନ ଉପାନ୍ତ ଅଞ୍ଚଳରେ ଲିଙ୍ଗ ସମାନତା, ବାଲ୍ୟ ବିବାହ, ଅନ୍ଧ ବିଶ୍ୱାସକୁ ସଂସ୍କାର ରୋକିବାକୁ ବାଲିଗୁଡାର କନ୍ଧମାଳ କଳା ବିକାଶ କେନ୍ଦ୍ରର କଳାକାର ମାନଙ୍କ ଦ୍ୱାରା ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ ମହିଳା ଯୋଗ ଦେଇଥିଲେ ।

nrusinghnath
Leave A Reply

Your email address will not be published.